stringtranslate.com

Ahe Dayamaya Biswa Bihari

Ahe Dôyamôyô Biswô Bihari es un poema de oración en lengua Odia , delescritor Odia Ramakrushna Nanda .

Se dice que esta canción de oración era una de las favoritas de Mahatma Gandhi mientras estaba en el ashram de Sabarmati . Este poema de oración se incluyó en su libro de texto de Odia, Sahitya Sopana , y se convirtió en la canción de oración más popular en Odisha debido a su simplicidad y belleza.

Lírica

La letra completa de esta oración en Odia es la siguiente:

ଆହେ ଦୟାମୟ ବିଶ୍ୱ ବିହାରୀ, ଘେନ ଦୟା ବହି ମୋର ଗୁହାରି! |୧|

ଜଳ ସ୍ଥଳ ବନ ଗିରି ଆକାଶ, ତୁମ ଲୀଳା ସବୁଠାରେ ପ୍ରକାଶ। |୨|

ଆହେ ଦୟାମୟ ବିଶ୍ୱ ବିହାରୀ, ଘେନ ଦୟା ବହି ମୋର ଗୁହାରି!

ତୁମେ ଶୁଭ ବୁଦ୍ଧି ପରା ଶିଖାଅ, ତୁମେ ଭଲ ବାଟ ପରା ଦେଖା ଅ |୩|

ମୋର କାମକୁ କରାଅ ସରସ, ମୋର ମୁଖେ ଦିଅ ଚିର ହରଷ |୪|

ଆହେ ଦୟାମୟ ବିଶ୍ୱ ବିହାରୀ, ଘେନ ଦୟା ବହି ମୋର ଗୁହାରି!

ତୁମ ଚରଣରେ ମୋର ଭକତି, ଦିଅ ବିପଦେ ସାହସ ଶକତି |୫|

କୂଟ କପଟ ସ୍ୱଭାବ ଯାହାର, ତାଙ୍କୁ ଦୂରୁ ମୁଁ କରଇ ଜୁହା ର |୬|

ଆହେ ଦୟାମୟ ବିଶ୍ୱ ବିହାରୀ, ଘେନ ଦୟା ବହି ମୋର ଗୁହାରି!

ମୋତେ ନ ମିଶାଅ ତାଙ୍କ ସାଥିରେ, ସଦା ରଖ ସାଧୁଜନ କତିରେ | ୭|

ଦୟା ବିନୟ ହେଉ ମୋ ଭୂଷଣ, କାହା ମନେ ମୁଁ ନଦିଏ କଷଣ |୮|

ଆହେ ଦୟାମୟ ବିଶ୍ୱ ବିହାରୀ, ଘେନ ଦୟା ବହି ମୋର ଗୁହାରି!

ଦୁଃଖୀ ଅରକ୍ଷିତ ସେବା କାରଣେ, ବଳ ଦିଅ ମୋର କର ଚରଣେ |୯|

ସତ କହିବାକୁ କିଆଁ ଡରିବି, ସତ କହି ପଛେ ମଲେ ମରିବି |୧୦|

ଆହେ ଦୟାମୟ ବିଶ୍ୱ ବିହାରୀ, ଘେନ ଦୟା ବହି ମୋର ଗୁହାରି!

ମୋତେ ଏତିକି ଶିଖାଅ ସାଇଁ ହେ, ମୋର ଧନଜନ ଲୋଡ଼ା ନାହିଁ ହେ |୧୧|

ତୁମେ ସବୁଠାରୁ ବଡ଼ ଠାକୁର, ସଦା ରହିବି ମୁଁ ତୁମ ପୟର |୧ ୨|

ଆହେ ଦୟାମୟ ବିଶ୍ୱ ବିହାରୀ, ଘେନ ଦୟା ବହି ମୋର ଗୁହାରି |

[1]

Referencias

  1. ^ Mahanti, Jagannatha (1993). Literatura infantil de Orissa (en Odia). Orissa Sahitya Akademi.